ରାଜ୍ୟରେ ମୋଟ୍ କରୋନା ସଂକ୍ରମଣ ସଂଖ୍ୟା ୨୪୬୮୩୯

ଭୁବନେଶ୍ବର(୯/୧୦/୨୦୨୦ ପିପିଏଲ ନ୍ୟୁଜ) :ଆଜି ରାଜ୍ୟରେ ଆଉ ୨ ହଜାର ୬୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୬୮୩୯ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭୬ଜଣ ସଙ୍ଗରୋଧରେ ରହିଥିବା ବେଳେ ୧୧୨୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

ରିପୋର୍ଟ: ସୌମ୍ୟା

Leave a Reply

Your email address will not be published. Required fields are marked *