ଅନୁଗୁଳରେ କରୋନା ସ୍ଥିତି !

ଅନୁଗୁଳ ( ୧୩/୦୮ , ପିପିଏଲ ନ୍ୟୁଜ୍) : ଆଜି ଅନୁଗୁଳ ଜିଲ୍ଲାରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଅନୁଗୁଳରେ ମୋଟ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୪୬୪ ରେ ପହଞ୍ଚିଛି । ମୋଟ ଅକ୍ରାନ୍ତଙ୍କ ମଧ୍ୟରୁ ୩୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୮ ଜଣ ହସ୍ପିଟାଲରେ ଚିକିତ୍ସିତ ହୋଉଛନ୍ତି ଏବଂ ବର୍ତମାନ ସୁଦ୍ଧା ୩ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୨୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୮୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୬୪୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୬୫୦୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି

ରିପୋର୍ଟ -ଜଗନ୍ନାଥ ଅଗ୍ରୱାଲ।

Leave a Reply

Your email address will not be published. Required fields are marked *