ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(୨୦/୧୦,ପିପିଏଲ୍ ନ୍ୟୁଜ୍) : ବର୍ତ୍ତମାନ ଚାଲିଛି ଦଶହରା ର ପୁଜା ଆସର। କରୋନା ସଂକ୍ରମଣ ମଧ୍ୟ ବଢ଼ି ପାରେ। ତେବେ ଆଜି ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ତେବେ ମୁଖ୍ୟମନ୍ତ୍ରୀ କେଉଁ ପ୍ରସଙ୍ଗରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ତାହା ଜଣାପଡ଼ିନାହିଁ। ସେହିପରି ଆଜି ସନ୍ଧ୍ୟା ୬ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ।
ରିପୋର୍ଟ – ସୁଶ୍ରୀ ବିଶ୍ବଜିତା

Leave a Reply

Your email address will not be published. Required fields are marked *