ଆଜି ରାଜ୍ୟରେ ୩୬୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(୧୫/୦୯, ପିପିଏଲ୍ ନ୍ୟୁଜ ): ଆଜି ପୁଣି ରାଜ୍ୟରେ  ୩,୬୪୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୩,୬୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୫୧ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବାବେଳେ  ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୯୪ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୫୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚିଛି।


ରିପୋର୍ଟ – ଶ୍ୱେତାଲିନ୍

Leave a Reply

Your email address will not be published. Required fields are marked *