କରୋନାରେ ଆକ୍ରାନ୍ତ ହେଲେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ (୧୦.୦୮, ପିପିଏଲ ନ୍ୟୁଜ): ମହାମାରୀ କରୋନା ସାରା ବିଶ୍ବରେ ତାର କାୟା ବିସ୍ତାର କରୁଥିବା ସମୟରେ ବର୍ତ୍ତମାନ ସମୟରେ ଯାହା ସୂଚନା ମିଳିଛି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ପ୍ରଣବ ମୁଖାର୍ଜୀ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି । ଏବଂ ଏଥି ସହିତ ୭ ଦିନ ଭିତରେ ତାଙ୍କୁ ଭେଟିଥିବା ସମସ୍ତ ଲୋକଙ୍କୁ ସଙ୍ଗରୋଧରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ପରୀକ୍ଷା କରେଇବାକୁ କହିଛନ୍ତି।

ରିପୋର୍ଟ – ତପନ କୁମାର ସୂତାର

Leave a Reply

Your email address will not be published. Required fields are marked *