କରୋନା ରେ ଆକ୍ରାନ୍ତ ହେଲେ ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷା

ଭୁବନେଶ୍ୱର(୧୯/୦୮,ପିପିଏଲ୍ ନ୍ୟୁଜ୍) : ଓଟିଡିସି ର ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଓ ଜଗନ୍ନାଥ ଙ୍କ ଆଶୀର୍ବାଦ ରୁ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ବୋଲି ସେ ସୋସିଆଲ ମିଡିଆ ରେ ସୂଚନା ଦେଇଛନ୍ତି ।

ରିପୋର୍ଟ – ସୁଶ୍ରୀ ବିଶ୍ବଜିତା

Leave a Reply

Your email address will not be published. Required fields are marked *