ତାମିଲନାଡୁରେ ବଢିଲା ଲକଡାଉନ

ନୂଆଦିଲ୍ଲୀ (୦୧ /୦୩, ପିପିଏଲ୍ ନ୍ୟୁଜ୍) : ବଢ଼ୁଛି କରୋନା ସଂକ୍ରମଣ । ଯାହାକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର ମାର୍ଚ୍ଚ ୩୧ ଯାଏଁ ଲକଡାଉନ ବୃଦ୍ଧି କରିଛନ୍ତି । କରୋନା ସଂକ୍ରମଣକୁ ରୋକିବାକୁ ଯାଇ ତାମିଲନାଡୁ ସରକାର ମାର୍ଚ୍ଚ ୩୧ ଯାଏଁ ଲକଡାଉନ ବୃଦ୍ଧି କରିଛନ୍ତି। ଯେଉଁଭଳି ଭାବରେ କରୋନାର ସେକେଣ୍ଡ ଷ୍ଟ୍ରେନକୁ ନେଇ ସମସ୍ତେ ଚିନ୍ତା ପ୍ରକଟ କରୁଛନ୍ତି ।ହେଲେ ଅଫିସ, ଦୋକାନ, ଶିଳ୍ପ ଏବଂ ବାଣିଜ୍ୟିକ ପ୍ରତିଷ୍ଠାନ ଗୁଡିକରେ କାର୍ଯ୍ୟ ଜାରି ରହିବ। ରାଜ୍ୟ ସରକାର ନୂଆ ନିର୍ଦ୍ଦେଶରେ କରୋନା କଟକଣାକୁ କଡାକଡି ଭାବେ ପାଳନ କରାଯିବା ସହ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି ।ପୂର୍ବରୁ ୨୦୨୧ ମସିହା ଫେବୃଆରୀ ୨୮ ତାରିଖ ପର୍ଯ୍ୟନ୍ତ ସଟଡାଉନ ଲାଗୁ କରାଯାଇଥିଲା।

ରିପୋର୍ଟ – ଶୁଭ୍ରଜ୍ୟୋତି ଭୂୟାଁ

Leave a Reply

Your email address will not be published. Required fields are marked *