ନଡ୍ଡା ଙ୍କୁ ଭେଟିଲେ ଅପରାଜିତା

ଭୁବନେଶ୍ୱର ( ୨୩/୦୭ ,ପିପିଏଲ୍ ନ୍ୟୁଜ୍ ): ଆଜି ନୂଆଦିଲ୍ଲୀଠାରେ ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧକ୍ଷ ଆଦରଣୀୟ ଶ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କୁ ସାକ୍ଷାତ କରି ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ଅବସରରେ ଭୁବନେଶ୍ୱର ଲୋକସଭା କ୍ଷେତ୍ର ଏବଂ ଓଡିଶା ରାଜ୍ୟ ରାଜନୀତିର ବିଭିନ୍ନ ବିଷୟ ସମ୍ୱନ୍ଧରେ ସାଧରଣ ଆଲୋଚନା ହୋଇଥିଲା l
ଆଗାମୀ ଦିନରେ ପ୍ରତେକ ବର୍ଷ ବାର୍ଷିକ ରିପୋର୍ଟ କାର୍ଡ ପ୍ରସ୍ତୁତ କରାଯିବ ବୋଲି ସାଂସଦ ବ୍ୟକ୍ତ କରିବା ସହ ରାଷ୍ଟ୍ରୀୟ ଅଧକ୍ଷ ଆଦରଣୀୟ ଶ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ ଆଶ୍ରିବାଦ ଏବଂ ମାର୍ଗଦର୍ଶନ କାମନା କରିଥିଲେ l

Leave a Reply

Your email address will not be published. Required fields are marked *