ପରଲୋକରେ ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁ

ଭୁବନେଶ୍ୱର(୦୭/୦୯,ପିପିଏଲ ନ୍ୟୁଜ) : ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କର ସୋମବାର ଦିନ ପରଲୋକ ଘଟିଛି । ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା କାରଣରୁ ସେ ଚିକିତ୍ସାଧିନ ଥିଲେ | ମୃତ୍ୟୁ ବେଳେ ୮୨ ବର୍ଷ ବୟସ ତାଙ୍କୁ ହୋଇଥିଲା। ସେ ବିଜୁ ଜନତା ଦଳରୁ ୨୦୧୫ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ଆଜି ତାଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି |

Leave a Reply

Your email address will not be published. Required fields are marked *