ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର ( ୦୪/୦୮ , ପିପିଏଲ୍ ନ୍ୟୁଜ୍ ) :ରାଜ୍ୟରେ ଆଜି ୯ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପିରବାର କଲ୍ୟାଣ ବିଭାଗ। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୨୧୬ ଛୁଇଁଲା।
୯ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ । ପୁରୀ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏକି ସେରେବ୍ରୋ ଭାସ୍କୁଲାର ଦୁର୍ଘଟଣାରେ ପୀଡିତ ଥିଲେ ।

ରିପୋର୍ଟ – ଶ୍ୱେତାଲିନ୍

Leave a Reply

Your email address will not be published. Required fields are marked *