ସୁପ୍ରିମକୋର୍ଟ ର ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର(୧୯/୦୯,ପିପିଏଲ୍ ନ୍ୟୁଜ୍)  : ଓଲିଉଡ଼ର ସୁପରଷ୍ଟାର ଯୋଡ଼ି ବର୍ଷା- ଅନୁଭବଙ୍କ ବୈବାହିକ ଜୀବନରେ ସୃଷ୍ଟି ହୋଇଥିବା କଳି ଏବେ କୋର୍ଟଙ୍କ ବିଚାରଧୀନ ରହିଛି। ପତ୍ନୀଙ୍କୁ ଛାଡ଼ପତ୍ର ଦେବା ପାଇଁ ଅନୁଭବ ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଛାଡ଼ପତ୍ର ପିଟିସନ ଦାଖଲ କରିଥିବା ବେଳେ ଏହାକୁ କଟକ ସ୍ଥାନାନ୍ତର ପାଇଁ ଆବେଦନ କରି ବର୍ଷା ପ୍ରିୟଦର୍ଶିନୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କିଛିଦିନ ତଳେ ଏହି ପ୍ରସଙ୍ଗକୁ ନେଇ ଉଭୟ ବର୍ଷା ଓ ଅନୁଭବ ସୋସିଆଲ ମିଡ଼ିଆରେ ପରସ୍ପରକୁ ଆରୋପ ପ୍ରତ୍ୟାରୋପ କରିଥିବା ଦେଖାଯାଇଛି।
ରିପୋର୍ଟ – ସୁଶ୍ରୀ ବିଶ୍ବଜିତା

Leave a Reply

Your email address will not be published. Required fields are marked *